ପ୍ରଥମ ସିଲ୍: ବିଜେତା

1.

2. ସେଥି ରେ ମୁଁ ମାରେସମ୍ମୁଖ ରେ ଗୋଟିଏ ଧଳା ଘାଡ଼ୋ ଦେଖିଲି। ସହେି ଘୋଡ଼ାର ଆ ରୋହୀଜଣକ ଗୋଟିଏ ଧନୁ ଧରିଥିଲେ। ତାହାଙ୍କୁ ଗୋଟିଏ ମୁକୁଟ ଦିଆଗଲା। ସେ ବିଜଯୀ ହାଇେ ଆହୁରି ଜୟ କରିବାକୁ ବାହାରିଗଲେ।

ଦ୍ୱିତୀୟ ସିଲ୍: ପୃଥିବୀରେ ଦ୍ୱନ୍ଦ

3.

4. ତା'ପରେ ଆଉ ଗୋଟିଏ ଲାଭ ଘାଡ଼ୋ ଆସିଲା। ସହେି ଘୋଡ଼ାର ଆ ରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରି ଦବେେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।

ତୃତୀୟ ସିଲ୍: ପୃଥିବୀରେ ଦୁର୍ଦ୍ଦଶା

5.

6. ତା'ପରେ ଚାରି ଜୀବିତପ୍ରାଣୀଙ୍କ ମଧ୍ଯରୁ କହେି ଜଣେ କହିଲା ପରି ମାେତେ ଗୋଟିଏ ସ୍ବର ଶୁଭିଲା। ସେ ସ୍ବର କହୁଥିଲା, ଗୋଟିଏ ଦିନକର ମଜୁରୀ ଏକ କିଲୋ ଗହମ, ଗୋଟିଏ ଦିନକର ମଜୁରୀ ତିନି କିଲୋ ୟବ ହବେ। କିନ୍ତୁ ତଲେ ଓ ଅଙ୍ଗୁରରସର କ୍ଷତି କରି ନାହିଁ।

ଚତୁର୍ଥ ସିଲ୍: ପୃଥିବୀରେ ବ୍ୟାପକ ମୃତ୍ୟୁ

7.

8. ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆ ରୋହୀଙ୍କର ନାମ ଥିଲା, 'ମୃତ୍ଯୁ'। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସମାନଙ୍କେୁ କ୍ଷମତା ଦିଆଯାଇଥିଲା। ସମାନଙ୍କେୁ ଖଡ୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ଯ ପଶୁଙ୍କ ଦ୍ବାରା ଲୋକମାନଙ୍କୁ ମାରିଦବୋକୁ ଶକ୍ତି ଦିଆଗଲା।

ପ Fif ୍ଚମ ମୁଦ୍ରା: ଶହୀଦମାନଙ୍କର କ୍ରନ୍ଦନ

9.

10. ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ ?

11. ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।

ଷଷ୍ଠ ସିଲ୍: ବ୍ରହ୍ମାଣ୍ଡ ବିଭ୍ରାଟ

12.

13. ପ୍ରବଳ ଝଡ଼ ରେ ଦୋହଲି ଡ଼ିମ୍ବିରି ଗଛରୁ ଅପକ୍ବ ଡ଼ିମ୍ବିରି ଫଳ ଝଡ଼ି ପଡ଼ିଲା ପରି ଆକାଶର ତାରାଗଣ ପୃଥିବୀ ରେ ଝଡ଼ି ପଡ଼ିଲେ।

14. ଆକାଶ ଭାଗଭାଗ ହାଇଗେଲା ଓ ଚର୍ମପତ୍ର ଭଳି ଗୁଡ଼ଇେ ହାଇଗେଲା। ପର୍ବତ ଓ ଦ୍ବୀପସମୂହ ନିଜନିଜ ସ୍ଥାନରୁ ସ୍ଥାନଚ୍ଯୁତ ହାଇଗେଲେ।

15. ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସମାନଙ୍କେ ଭିତ ରେ ପୃଥିବୀର ରାଜାମାନେ, ଶାସକମାନେ, ସନୋପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରେତ୍ୟକକ ବ୍ଯକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଚାଇ ରଖିଲେ।

16. ଲୋକମାନେ ପର୍ବତ ଓ ଶିଳାଗୁଡ଼ିକୁ କହିଲେ, “ଆମ୍ଭ ଉପରେ ଖସି ପଡ଼। ସିଂହାସନରେ ଯିଏ ବସିଛନ୍ତି, ତାହାଙ୍କ ସମ୍ମୁଖରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଗ୍ଭଅ।

17. ସେମାନଙ୍କର କ୍ରୋଧର ମହାଦିନ ଆସି ଗଲାଣି। ଏହା ବିରୁଦ୍ଧରେ କେହି ଠିଆ ହୋଇ ପାରିବେ ନାହିଁ।”

Bibles

Books

Chapters