ସପ୍ତମ ସିଲ୍: ସାତଟି ତୂରୀର ପ୍ରାରମ୍ଭ

1.

2. ତା'ପରେ ମୁଁ ପରମେଶ୍ବରଙ୍କ ସାମନା ରେ ସାତଜଣ ସ୍ବର୍ଗଦୂତଙ୍କୁ ଠିଆ ହାଇେଥିବାର ଦେଖିଲି। ସମାନଙ୍କେୁ ସାତାଟେି ତୂରୀ ଦିଆଗଲା।

3. ଆଉ ଜଣେ ଦୂତ ଆସି ବଦେୀ ପାଖ ରେ ଠିଆ ହେଲେ। ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବଦେୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତ ରେ ଗୋଟିଏ ସୁନାର ଧୂପଦାନୀ ଥିଲା।

4. ସ୍ବର୍ଗଦୂତ ଏହି ପ୍ରାର୍ଥନାୟୁକ୍ତ ଧୂପକୁ ବଦେୀ ଉପରେ ପକାନ୍ତେ ତାହା ଈଶ୍ବରଙ୍କ ଉଦ୍ଦେଶ୍ଯ ରେ ଉପରକୁ ଉଠିଲା।

5. ତା'ପରେ ଦୂତ ବଦେୀର ଅଗ୍ନି ନଇେ ଧୂପଦାନୀ ପୂର୍ଣ୍ଣ କଲେ ଓ ତାହା ପୃଥିବୀ ଉପରକୁ ନିକ୍ଷପେ କଲେ। ତେଣୁ ସଠାେରେ ବଜ୍ରପାତ, ମେଘ ଘଡ଼ଘଡ଼ି, ବିଜୁଳି, କୋଳାହଳ ଓ ଭୂମିକମ୍ପ ହେଲା।

6. ତା'ପରେ ସାତ ଜଣ ସ୍ବର୍ଗଦୂତ ସାତାଟେି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।

ପ୍ରଥମ ତୂରୀ: ପନିପରିବା ଷ୍ଟ୍ରକ୍

7.

ଦ୍ୱିତୀୟ ତୂରୀ: ସମୁଦ୍ର ଷ୍ଟ୍ରକ୍

8.

9. ସମୁଦ୍ର ରେ ଥିବା ଏକ ତୃତୀଯାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀଯାଂଶ ଜାହାଜ ନଷ୍ଟ ହାଇଗେଲା।

ତୃତୀୟ ତୂରୀ: ୱାଟର ଷ୍ଟ୍ରକ୍

10.

11. ସହେି ତାରାର ନାମ 'ନାଗଦଅଣା' ଥିଲା। ଏହାଦ୍ବାରା ପୃଥିବୀର ଏକ ତୃତୀଯାଂଶ ଜଳଭାଗ ପିତା ହାଇଗେଲା। ଏହି ପିତା ଜଳ ପାନକରି ଅନକେ ଲୋକ ମୃତ୍ଯୁବରଣ କଲେ।

ଚତୁର୍ଥ ତୂରୀ: ସ୍ୱର୍ଗ ଷ୍ଟ୍ରକ୍

12.

13. ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।

Bibles

Books

Chapters