ସରକାରଙ୍କୁ ଦାଖଲ କରନ୍ତୁ

1.

2. ଅତଏବ ଅଧିକାର ବି ରୋଧ କରୁଥିବା ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ଆଜ୍ଞାର ବିରୋଧୀ। ଏପରି ବି ରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ଯବସ୍ଥା କରିଥାଏ।

3. ଯେଉଁ ମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସମାନଙ୍କେଠା ରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ କାମ କରନ୍ତି ସମାନେେ ଭୟ କରିବାକୁ ବାଧ୍ଯ। ଶାସକ ମାନଙ୍କ ଭୟରୁ ମୁକ୍ତି କରିବା ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ।

4. ତୁମ୍ଭକୁ ସାହାୟ୍ଯ କରିବା ପାଇଁ ଶାସକ ହେଉଛନ୍ତି ପରମେଶ୍ବରଙ୍କ ସବେକ। କିନ୍ତୁ ତୁମ୍ଭେ ଭୁଲ୍ କଲେ ଭୟ କରିବ। ଶାସକର ଦଣ୍ତ ଦବୋ କ୍ଷମତା ଅଛି, ସେ ସହେି କ୍ଷମତାର ପ୍ରଯୋଗ କରି ମନ୍ଦ କାମ କରୁଥିବା ଲୋକକୁ ଦଣ୍ତ ଦବେେ।

5. ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ଯ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହବେ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। ଅଧିକନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଯାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍।

6. ଏହି ଦୃଷ୍ଟିରୁ ତୁମ୍ଭମାନେେ ସରକାରକୁ କର ମଧ୍ଯ ଦିଅ। ସମାନେେ ପରମେଶ୍ବରଙ୍କ ସବୋ ରେ ରହିଛନ୍ତି, ଏବଂ ସହେି କାର୍ୟ୍ଯ କରିବା ପାଇଁ ନିଜର ସଂପୂର୍ଣ ସମୟ ଦେଉଛନ୍ତି।

7. ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।

ତୁମର ପଡ଼ୋଶୀକୁ ଭଲ ପାଅ

8.

9. ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।

10. ପ୍ ରମେ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ ରମେ କରିବା ସଂପୂର୍ଣ ବ୍ଯବସ୍ଥା ପାଳନର ସମକକ୍ଷ।

ଖ୍ରୀଷ୍ଟଙ୍କୁ ପିନ୍ଧ

11.

12. 'ରାତି' ପ୍ରାଯଃ କଟି ଗଲାଣି। 'ଦିନ' ପ୍ରାଯଃ ଏହିଠା ରେ। ଅତଏବ ଅନ୍ଧକାର ରେ କରୁଥିବା ପାପ କାମ ଆମ୍ଭେ ବନ୍ଦ କରିବା ଉଚିତ। ଆମ୍ଭେ ପ୍ରକାଶ ରେ ହେଉଥିବା ଭଲ କାମ କରିବାପାଇଁ ପ୍ରସ୍ତୁତ କରିବା ଉଚିତ।

13. ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ। ଆମ୍ଭେ ଖର୍ଚ୍ଚାନ୍ତ ରସରଙ୍ଗ ରେ ମାତିବା ଠିକ୍ ନୁହେଁ। ମାତାଲ ହବୋ ଉଚିତ ନୁହେଁ। ୟୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସ ରେ ଲିପ୍ତ ହବୋ ଠିକ୍ ନୁହେଁ। ୟୁକ୍ତି ତର୍କ କରିବା ଓ ଇର୍ଷାଳୁ ହାବୋ ଉଚିତ୍ ନୁହେଁ।

14. ନିଜର ପାପପୂର୍ଣ ସ୍ବାର୍ଥପର ଇଚ୍ଛାକୁ ତୃପ୍ତି କରିବା ରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ।

Bibles

Books

Chapters